www.samajalive.in
Sunday, December 7, 2025
14.1 C
Bhubaneswar

ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ଆଜିଠୁ ପଞ୍ଜୀକରଣ

ଭୁବନେଶ୍ୱର: ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ମଙ୍ଗଳବାରଠାରୁ ଆରମ୍ଭ ହେବ ପଞ୍ଜୀକରଣ । ଆସନ୍ତା ଅଗଷ୍ଟ ୧୫ ତାରିଖରେ ଯୁକ୍ତତିନି ଓ ପିଜିର ସମସ୍ତ ଛାତ୍ରଛାତ୍ରୀଙ୍କୁ ଏହି କାର୍ଡ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦାନ କରିବେ । ଏହି କାର୍ଡ ମାଧ୍ୟମରେ ଯୁବଶକ୍ତିଙ୍କ ସମସ୍ତ ସ୍ୱପ୍ନ ସାକାର ପାଇଁ ସହାୟତା ଯୋଗାଇ ଦିଆଯିବ ବୋଲି କୁହାଯାଇଛି । ନବୀନ କାର୍ଡ ଛାତ୍ରଛାତ୍ରୀଙ୍କୁ ବହି କିଣା, ମୋବାଇଲ ରିଚାର୍ଜ, ବସ୍‍, ଟ୍ରେନ, ବିମାନ ଯାତ୍ରାରେ ରିହାତି ସହ କ୍ୟାରିୟର କାଉନସେଲିଂ ଓ ନିଯୁକ୍ତିରେ ସହାୟକ ହେବ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories