www.samajalive.in
Thursday, December 11, 2025
23.1 C
Bhubaneswar

ଭଦ୍ରକ ଓ ବାଲେଶ୍ୱରରେ ଖୋଲିଲା ରିଲାଏନ୍ସ ସ୍ମାର୍ଟର ପ୍ରଥମ ଷ୍ଟୋର୍‍

ଭଦ୍ରକ/ବାଲେଶ୍ୱର : ରିଲାଏନ୍ସ ରିଟେଲ୍‍ର ବୃହତ ଆକାରର ଗ୍ରୋସରି ସୁପରମାର୍କେଟ ବ୍ରାଣ୍ଡ୍‍ ରିଲାଏନ୍ସ ସ୍ମାର୍ଟ ପକ୍ଷରୁ ଭଦ୍ରକ ଓ ବାଲେଶ୍ୱରରେ ପ୍ରଥମ ରିଲାଏନ୍ସ ସ୍ମାର୍ଟ ଷ୍ଟୋର ଖୋଲାଯାଇଛି। ଏହି ଦୁଇ ନୂଆ ରିଲାଏନ୍ସ ସ୍ମାର୍ଟ ଷ୍ଟୋର୍‍ ଜିଲାର କେନ୍ଦ୍ରୀୟ ଗହଳଚହଳ ସ୍ଥାନ ଭଦ୍ରକର ଛପୁଲିଆ ବାଇପାସରେ ଥିବା ରିଲାଏନ୍ସ ଟ୍ରେଣ୍ଡସ୍‍ ନିକଟରେ ଓ ବାଲେଶ୍ୱରର ରେଳ ଷ୍ଟେସନ ନିକଟ ଷ୍ଟେସନ ଛକରେ ଖୋଲାଯାଇଛି। ଗୋଟିଏ ଛାତ ତଳେ ଗ୍ରୋସରି, ଫଳ ଓ ପନିପରିବା, ଦୁଗ୍ଧ ଠାରୁ ଆରମ୍ଭ କରି ରୋଷେଇ ସାମଗ୍ରୀ ଇତ୍ୟାଦି ପ୍ରର୍ଯ୍ୟାପ୍ତ ବ୍ୟାପକ ପ୍ରକାରର ଉତ୍ପାଦକୁ ପ୍ରଦାନ କରି ଏହି ଷ୍ଟୋର ୱାନ-ଷ୍ଟପ ସପିଙ୍ଗ ଅନୁଭୂତି ପ୍ରଦାନ କରୁଛି। ରିଲାଏନ୍ସ ସ୍ମାର୍ଟ ବର୍ଷ ତମାମ ଏହାର ବ୍ୟାପକ ବର୍ଗର ଉତ୍ପାଦର ଏମଆରପି ଉପରେ ସର୍ବନିମ୍ନ ୫% ନିଶ୍ଚିତ ରିହାତି ଓ ୧୪୯୯ ଟଙ୍କାର ସର୍ବନିମ୍ନ କିଣାକିଣି ଉପରେ ୯ ଟଙ୍କାରେ ୧ କେଜି ଚିନି ପ୍ରଦାନ କରିବା ଭଳି ଅନେକ ଆକର୍ଷଣୀୟ ଅଫର ସହ ମାସିକିଆ ଗ୍ରୋସରି ସପିଙ୍ଗ ପାଇଁ ସାରା ଭାରତର ପସନ୍ଦର ସୁପରମାର୍କେଟ ଭାବେ ଉଭା ହୋଇଛି।

Hot this week

ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଯୁବକ

ଜୋରିମାନା ନେଉଛ, ଭଲ ରାସ୍ତା ଦିଅ ଭୁବନେଶ୍ବର : ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କ...

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

Related Articles

Popular Categories