ଉତ୍ତରାଖଣ୍ଡରେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଜାରି

ଡେସ୍କ: ଉତ୍ତରାଖଣ୍ଡର ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳରେ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆଜି ଡେରାଡୁନରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ବରିଷ୍ଠ ଅଧିକାରୀମାନଙ୍କୁ ରିଲିଫ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେଦାରନାଥ ପଥଚାରୀ ମାର୍ଗରେ ଯାତାୟତ ଶୀଘ୍ର ପୁନରୁଦ୍ଧାର ପାଇଁ କ୍ଷତିଗ୍ରସ୍ତ ହଲ୍ଟର ତୁରନ୍ତ ମରାମତି କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଗଣମାଧ୍ୟମ ସହ କଥାବାର୍ତ୍ତା କରି ସେ କହିଛନ୍ତି ଯେ ତୀର୍ଥଯାତ୍ରୀଙ୍କ ସୁରକ୍ଷା ସରକାରଙ୍କ ପ୍ରାଥମିକତା। ବିପର୍ଯ୍ୟୟରେ … Continue reading ଉତ୍ତରାଖଣ୍ଡରେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଜାରି