www.samajalive.in
Saturday, December 6, 2025
16.1 C
Bhubaneswar

ପାଚିକା ଓ ସହାୟିକାଙ୍କ ପାରିତୋଷିକ ୩ ହଜାରକୁ ବୃଦ୍ଧି

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ବର୍ଦ୍ଧିତ ପାରିତୋଷିକ ଲାଗୁ ହେବ। ଉକ୍ତ ଅନୁଦାନ ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ପାଇଁ ଉଦ୍ଦିଷ୍ଟ ବଜେଟର ରାଜ୍ୟ ସମର୍ଥନରୁ ବହନ କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅତିରିକ୍ତ ସଚିବ ସଂଗ୍ରାମ ମହାପାତ୍ର ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣର ରାଜ୍ୟ ଭାରପ୍ରାପ୍ତ ଅଧିକାରୀଙ୍କୁ ପତ୍ର ମାଧ୍ୟମରେ ଅବଗତ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories