www.samajalive.in
Sunday, December 14, 2025
14.1 C
Bhubaneswar

ଠେଲକୋଲୋଇରେ ଔଷଧ ଦୋକାନରୁ ଚୋରୀ

ରେଙ୍ଗାଲି: ଠେଲକୋଇ ଥାନା ରୁ ପ୍ରାୟ ଏକ କିଲୋମିଟର ଦୂରତାରେ ଥିବା ସଞ୍ଜିବନୀ ମେଡିସିନ୍‍ ଷ୍ଟୋରରୁ ଗତରାତିରେ ଦୋକାନର ସଟର୍‍ ଭାଙ୍ଗି ୧୦ ହଜାର ୨ଶହ ୭୦ ଟଙ୍କା ଚୋରୀ ହୋଇଥିବା ନେଇ ଦୋକାନ ମାଳିକ ଅଶୋକ କୁମାର ମାଝି ଥାନାରେ ଏତଲା ଦେଇଥିବା ଜଣାପଡ଼ିଛି। ଏସଂକ୍ରାନ୍ତରେ ଥାନାରେ ମାମଲା ରୁଜ୍ଜୁ କରାଯାଇ ତଦନ୍ତ ଜାରି ରହିଥିବା ପୁଲିସ ସୁତ୍ରରୁ ପ୍ରକାଶ। ଥାନା ପାଖରେ ଥିବା ଦୋକାନରୁ ଚୋରୀ ହେବା ଘଟଣା ସଂପୃକ୍ତ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।

Hot this week

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

Related Articles

Popular Categories