www.samajalive.in
Friday, December 12, 2025
15.1 C
Bhubaneswar

ଖତ ଖାଉଛି ଲଇଡାର କୃଷି ସଂପ୍ରସାରଣ କାର୍ଯ୍ୟାଳୟ

ରେଙ୍ଗାଲି: ରେଙ୍ଗାଲି ବ୍ଳକର ଲଇଡାରେ ଥିବା ଅତିରିକ୍ତ କୃଷୀ ସଂପ୍ରସାରଣ କାର୍ଯ୍ୟାଳୟ ଦୀର୍ଘ ବର୍ଷ ହେଲା ପରିତ୍ୟକ୍ତ ଅବସ୍ଥାରେ ପଡି ରହିଥିବାରୁ ଲକ୍ଷାଧିକ ଟଙ୍କାରେ ନିର୍ମିତ ଏହି ସରକାରୀ କୋଠା ଏବେ ଖତ ଖାଉଛି। ସରକାର କୃଷି ଏବଂ କୃଷକ ମାନଙ୍କ ପ୍ରତି ଗୁରୁୃତ୍ୱ ଦିଅଯାଉଛି ବୋଲି ଘୋଷଣା କରୁଥିବା ବେଳେ ଲଇଡା ଭଲି ଏକ କୃଷି ପ୍ରଧାନ ଅଞ୍ଚଳ ରେ ଥିବା କୃଷି କାର୍ଯ୍ୟାଳୟ ବର୍ଷାଧିକ କାଳ ହେଲା ପରିତ୍ୟକ୍ତ ଅବସ୍ଥାରେ ପଡି ରହି ଚତୁଃପାର୍ଶ୍ବରେ ଅନାବନା ଘାସ, ଲଟାବୁଦାର ଅରମା ଜଙ୍ଗଲ ହୋଇଗଲାଣି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଦିଗରେ ଦୃଷ୍ଟି ଦେଇ ପରିତ୍ୟକ୍ତ ଅବସ୍ଥାରେ ପଡି ରହିଥିବା କୃଷି କାର୍ଯ୍ୟାଳୟକୁ କାର୍ଯ୍ୟକ୍ଷମ କରିବାକୁ ସାଧାରଣରେ ଦାବି ହେଉଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories