ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବୃକ୍ଷରୋପଣ 

ରେଙ୍ଗାଲି: ବିଜୁ ଜନତା ଦଳର ୨୫ବର୍ଷ ପୂର୍ତ୍ତି ଅବସରରେ ବିଜୁ ଛାତ୍ର ଜନତାଦଳର ରାଜ୍ୟ ସଭାପତି ଶ୍ରୀଯୁକ୍ତ ଦେବୀ ରଞ୍ଜନ ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ଆଜି ରେଙ୍ଗାଲି ବିଜୁ ଛାତ୍ର ଜନତା ଦଳର ସଭାପତି ଶ୍ରୀଯୁକ୍ତ ବାବୁଲୁ ରାଉତଙ୍କ ନେତୃତ୍ୱରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ପୀଠ ଖିଣ୍ଡା ଠାରେ ଚାରା ରୋପଣ କରାଯାଇଥିଲା । ଏହି କାର୍ଯକ୍ରମରେ ବିଜୁ ଛାତ୍ର ଜନତାଦଳର ରାଜ୍ୟ ସମ୍ପାଦକ ଶ୍ରୀଯୁକ୍ତ ଶୁଭ୍ରାଂଶୁ ପାଢୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ଓ ବିଜୁ ଛାତ୍ର ଜନତା ଦଳର ଅନେକ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ ।

Comments are closed.