www.samajalive.in
Monday, December 8, 2025
20.1 C
Bhubaneswar

ଓଡିଶା ଆଦର୍ଶ ବିଦ୍ୟାଳୟରେ ଦିଗଦର୍ଶନ କାର୍ଯ୍ୟକ୍ରମ

ରେଙ୍ଗାଲି: ସମ୍ବଲପୁର ଜିଲା ରେଙ୍ଗାଲି ଠାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟରେ ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗ ର ଛାତ୍ର/ଛାତ୍ରୀ ମାନଙ୍କ ଦିଗଦର୍ଶନ କାର୍ଯ୍ୟକ୍ର ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ଛାତ୍ରଛାତ୍ର/ଛାତ୍ରୀମାନଙ୍କ ଅଭିଭାବକ ମାନେ ମଧ୍ୟ ଯୋଗ ଦେଇଥିଲେ। ଅଧ୍ୟକ୍ଷ ରମଣିକାନ୍ତ ସାହୁଙ୍କ ସବାପତିତ୍ୱରେ ପରିଚାଳିତ ଏହି କାର୍ଯ୍ୟକ୍ରମକୁ ଶିକ୍ଷୟିତ୍ରୀ ସୁସ୍ମିତା ସାହୁ ସଂଯୋଜନା କରିଥିଲେ। ଶିକ୍ଷକ ଦୁହ୍ମନ୍ତ କୁମାର ମେହେର ଶୃଙ୍ଖଲା ଏବଂ ପାଠ୍ୟକ୍ରମ ଉପରେ ଆଲୋକପାତ କରିବା ସହିତ ସିବିଏସଇ ରେଜିଷ୍ଟ୍ରେସନ୍ ଏବଂ କ୍ୟାରିୟର କାଉନ୍ସେଲିଂର ବିଭିନ୍ନ ଦିଗ ଉପରେ ବକ୍ତବ୍ୟ ଦେଇଥିଲେ। ଶିକ୍ଷୟିତ୍ରୀ ବନିତା ପଟେଲ ଓଡିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ସଂକ୍ରାନ୍ତରେ ମତ ରଖିଥିଲେ। କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସ୍କୁଲ କମିଟିର ସଭାପତି ରମେଶ ମାହାଣା ଏବଂ ଅଭିଭାବକ ମାନେ ନିଜନିଜ ମତ ଉପସ୍ଥାପନ କରିଥିଲେ। ଶିକ୍ଷୟିତ୍ରୀ ରାଜଲକ୍ଷ୍ମୀ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories