www.samajalive.in
Saturday, December 6, 2025
26.1 C
Bhubaneswar

 ଟ୍ରାକ୍ଟର ଧକ୍କାରେ ସ୍କୁଲ ଛାତ୍ର ମୃତ

ରେଙ୍ଗାଲି: ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ ବଡ଼ଖଲିଆ ଠାରେ ଟ୍ରାକ୍ଟର ଧକ୍କାରେ ଜଣେ ସ୍କୁଲ ଛାତ୍ରଙ୍କ ମୃତ୍ୟୁ ହୋଇଛି l ରେଙ୍ଗାଲି ନିକଟସ୍ଥ ବଡଖଳିଆ ଗ୍ରାମର କୁଳମଣି ଖଡ଼ିଆଙ୍କ ପୁଅ ଉତ୍ତମ ଖଡ଼ିଆ (୮) ସ୍କୁଲରୁ ପାଠପଢ଼ା ସାରି ଅଟୋ ଯୋଗେ ନିଜ ଗାଁ ବଡ଼ଖାଲିଆକୁ ଆସୁଥିବା ବେଳେ ରାସ୍ତା ଅତିକ୍ରମ କରୁଥିବା ସମୟରେ ଏକ ଟ୍ରାକ୍ଟର ଉତ୍ତମଙ୍କୁ ଧକ୍କା ଦେଇଥିଲା l ଫଳରେ ଘଟଣାସ୍ଥଳରେ ଉତ୍ତମଙ୍କ ମୃତ୍ୟୁ ଘଟିଥିଲା l ରେଙ୍ଗାଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କାରି  ବ୍ୟବଛେଦ ପାଇଁ ବୁର୍ଲା ଡାକ୍ତରଖାନା ପଠାଇ ଟ୍ରାକ୍ଟରକୁ ଜବତ କରି ତଦନ୍ତ ଜାରି ରଖିଛି । ଡ୍ରାଇଭରକୁ  ଗିରଫ କରାଯାଇଛି ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories