www.samajalive.in
Monday, December 8, 2025
27.1 C
Bhubaneswar

୫ ବର୍ଷ ହେଲା ଖତ ଖାଉଛି ପଥପ୍ରାନ୍ତ ସୁବିଧା କେନ୍ଦ୍ର

ରେଙ୍ଗାଲି: ୨୦୦୮ ଜୁଲାଇ ୨୮ ତାରିଖ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ରେଙ୍ଗାଲି ବ୍ଲକର ହୀରାକୁଦ ଜଳଭଣ୍ଡାର ପାର୍ଶ୍ବ ସପନେଠାରେ ନିର୍ମିତ ପଥପ୍ରାନ୍ତ ସୁବିଧା କେନ୍ଦ୍ର ଉଦଘାଟିତ ହୋଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇନାହିଁ। କୋଟିକୋଟି ଟଙ୍କାର ସରକାରୀ ସମ୍ପତ୍ତି ଖତ ଖାଉଛି। ସୁବିଧା କେନ୍ଦ୍ର ଅସାମାଜିକ ବ୍ୟକ୍ତି ଏବଂ ନିଶାଖୋରମାନଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଜନସାଧାରଣଙ୍କ ବୃହତ୍ତର ସ୍ଵାର୍ଥ ଓ ସୁବିଧା ଦୃଷ୍ଟିରୁ ସପନେଠାରେ ନିର୍ମିତ ପଥପ୍ରାନ୍ତ ସୁବିଧାକେନ୍ଦ୍ରକୁ ଶୀଘ୍ର କାର୍ଯ୍ୟକ୍ଷମ କରାଯାଇ ଯାତ୍ରୀ ତଥା ପଥିକମାନଙ୍କୁ ସେବା ପ୍ରଦାନ କରାଯାଉ ବୋଲି ରେଙ୍ଗାଲି ବରିଷ୍ଠ ନାଗରିକ ପରିଷଦର ସମ୍ପାଦକ ଅନ୍ତର୍ଯ୍ୟାମୀ ପାଣି ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ ନିକଟରେ ଦାବୀ କରିଛନ୍ତି।

Hot this week

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

Related Articles

Popular Categories