www.samajalive.in
Sunday, December 7, 2025
26.1 C
Bhubaneswar

ଗ୍ୟାରେଜରେ ଅଗ୍ନିକାଣ୍ଡ; ଜଳିଗଲା ଭ୍ୟାନ୍

ରେଙ୍ଗାଲି: ଶାସନ ଥାନା ଅନ୍ତର୍ଗତ ଶାସନ କମଳ ଛକରେ ଦୁଷ୍ମନ୍ତ ଗ୍ୟାରେଜରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ଫଳରେ ଗ୍ୟାରେଜ ପୋଡ଼ିଯିବା ସହିତ ପାଖରେ ଛିଡ଼ା ହୋଇଥିବା ଏକ ଇକୋ ଭ୍ୟାନ୍ ଜଳିଯାଇଛି। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡର କାରଣ ଜଣା ପଡ଼ିନାହିଁ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories