www.samajalive.in
Friday, December 12, 2025
19.1 C
Bhubaneswar

ଆଦିତ୍ୟ ଆଲୁମିନା ପ୍ରକଳ୍ପ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ

ରେଙ୍ଗାଲି: ଲପଙ୍ଗା ସ୍ଥିତ ଆଦିତ୍ୟ ଆଲୁମିନା ପ୍ରକଳ୍ପ ପକ୍ଷରୁ ଆଜି ପଣ୍ଡଲୋଇ ଠାରେ ଥିବା ଆର୍‍.ଏଣ୍ଡ୍‍ ଆର୍‍ କଲୋନୀ ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରଯାଇଛି। ମୁଖ୍ୟ ରାଜରାସ୍ତାରୁ କଳୋନୀର ସମସ୍ତ ରାସ୍ତାକୁ କଂକ୍ରିଟ କରାଯିବା, ମହିଳାମାନଙ୍କର ଜୀବନ ଜୀବିକାର ଅଭିବୃଦ୍ଧି ନିମନ୍ତେ ସ୍ଥାୟୀ ସିଲେଇ କେନ୍ଦ୍ର ନିର୍ମାଣ ଏବଂ ଅତ୍ୟାଧୁନିକ ଗୋଷ୍ଠି କେନ୍ଦ୍ର ନିର୍ମାଣ କାର୍ଯ୍ୟର ଆଜି ଶୁଭାରମ୍ଭ କରାଯାଇଛି।

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମାନବ ସମ୍ଭଳ ବିଭାଗ ମୁଖ୍ୟ ଡ. ବିବେକାନନ୍ଦ ମିଶ୍ର, ଏସ.ବି.ଆଇ ଆତ୍ମ ନିର୍ଭରଶୀଳ ପ୍ରତିଷ୍ଠାନର ମୁଖ୍ୟ ସୌରଭ ରାୟ, ପୂର୍ବତନ ବ୍ଳକ୍‍ ଉପାଧ୍ୟକ୍ଷ କିରଣ ବେହେରା ଉପସ୍ଥିତ ରହି ଉନ୍ନୟନ କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମ ପାରିପାର୍ଶ୍ବିକ ଉନ୍ନୟନ ବିଭାଗର ମୁଖ୍ୟ କ୍ଟେତା ଉପାଧ୍ୟାୟ ଏବଂ ସହ-ପ୍ରବନ୍ଧକ ମନୋରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପରିଚାଳିତ ହୋଇଥିଲା।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories