www.samajalive.in
Sunday, December 14, 2025
16.1 C
Bhubaneswar

ଠେଲକୋଲୋଇରେ ଗଜଲକ୍ଷ୍ମୀ ପୂଜା

ରେଙ୍ଗାଲି : ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଲକର ଠେଲକୋଲୋଇ ଗ୍ରାମରେ ଗତ ୯ତାରିଖ ରୁ ଆରମ୍ଭ ହୋଇ ଥିବା ଗଜଲକ୍ଷ୍ମୀ ପୂଜା ଗତକାଲି ସନ୍ଧ୍ୟାରେ ଉଦଯାପିତ ହୋଇ ଯାଇଛି। ଠେଲକୋଲୋଇରେ ଚଳିତ ବର୍ଷ ପ୍ରଥମ ଥର ପାଇଁ  ଗଜଲକ୍ଷ୍ମୀ  ପୂଜା ଆରମ୍ଭ ହୋଇଛି। ଏହି ଅବସରରେ ଶ୍ରଦ୍ଧାଳୁଙ୍କ ଦ୍ବାରା କଳସ  ଯାତ୍ରା ଅନୁଷ୍ଠିତ ହୋଇ ଗ୍ରାମ୍ୟ ପୁଷ୍କରିଣୀରୁ ପବିତ୍ର ଜଳ ଆଣି ମଣ୍ଡପରେ ସ୍ଥାପନ କରାଯାଇଥିଲା।
ଏହାପରେ ଦେବୀଙ୍କ ପ୍ରାଣ ପ୍ରତିଷ୍ଠା କରି ହୋମ ଓ ପୂଜା କର୍ମ  ସମ୍ପନ୍ନ କରାଯାଇ  କରି ସନ୍ଧ୍ୟା ଆରତୀ ପରେ ପୂର୍ଣ୍ଣାହୁତି ପ୍ରଦାନ କରାଯାଇଥିଲା। ପୂଜା ମଣ୍ଡପରେ ମା ଗଜଲକ୍ଷ୍ମୀଙ୍କ ପାଖରେ ଶ୍ରଦ୍ଧାଳୁଙ୍କ ଦ୍ଵାରା ପ୍ରସ୍ତୁତ ଛପନ ପ୍ରକାରର ଭୋଗ ଅର୍ପଣ କରାଯାଇଥିଲା।  ସନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ମାଙ୍କ ଭସାଣି ଶୋଭାଯାତ୍ରା କରାଯାଇଥିଲା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories