www.samajalive.in
Monday, December 8, 2025
27.1 C
Bhubaneswar

ନଅ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ ଅନ୍ତର୍ଗତ ଚକୁଳି ଫାର୍ମର ଜଣେ ଯୁବକ ସତକୁମାର ବିଶ୍ଵକର୍ମା(୨୩) ଉକ୍ତ ଗ୍ରାମର ଗୋଟିଏ ନଅ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଛି। ପୁଲିସ ସୂତ୍ରରୁ ଜଣାପଡିଛି ଯେ , ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଦେଖେଇ ନେବା ବାହାନା କରି ଯୁବକ ଜଣକ ଉକ୍ତ ନାବାଳିକାକୁ ଦୁଷ୍କର୍ମ କରିଥିଲା। ଖବର ପାଇ ଅତାବିରା ଥାନା ଅଧିକାରୀ ସୁକୁମାର ତ୍ରିପାଠୀ ଘଟଣାସ୍ଥଳରେ ପହଞ୍ଚି ଯୁବକକୁ ଗିରଫ କରିବା ସହିତ ଏକ ମାମଲା ରୁଜୁ କରି ତାକୁ କୋର୍ଟ ଚାଲାଣ କରିଛନ୍ତି। ଶିଶୁଟିର ମେଡିକାଲ ପରୀକ୍ଷା କରାଯାଇ  ପରିବାର ସହ ଛଡା ଯାଇଥିଲା।

ଦେଖନ୍ତୁ ଭିଡିଓ; ରିଲ୍ସ କରୁଥିଲେ ମହିଳା, ରାଜରାସ୍ତାକୁ ଦୌଡି ପଳାଇଲା କୁନି ଝିଅ, ଆଉ ତା’ପରେ..

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories