www.samajalive.in
Saturday, December 6, 2025
26.1 C
Bhubaneswar

ଆରପାରିରେ ଲୋକପ୍ରିୟ କାର୍ଟୁନିଷ୍ଟ ଅଜିତ ନିନାନ

ମହୀଶୂର: ଲୋକପ୍ରିୟ କାର୍ଟୁନିଷ୍ଟ ଅଜିତ ନିନାନଙ୍କ ପରଲୋକ ଘଟିଛି। ଶୁକବ୍ରାର ମହୀଶୂର ସ୍ଥିତ ତାଙ୍କ ଆପାର୍ଟମେଣ୍ଟରେ ୬୮ ବର୍ଷ ବୟସରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅଜିତ ନିନାନ ମୃତ୍ୟୁ ବେଳକୁ ମହୀଶୂର ସ୍ଥିତ ତାଙ୍କ ଘରେ ଏକୁଟିଆ ଥିଲେ। ତାଙ୍କ ପତ୍ନୀ ଗୋଆରେ ରହୁଥିବା ତାଙ୍କ ଝିଅ ଘରକୁ ଯାଇଥିଲେ।

ସୂଚନାଯୋଗ୍ୟ, ସେ ଇଣ୍ଡିଆ ଟୁଡେ ପତ୍ରିକାରେ ‘ସେଣ୍ଟରଷ୍ଟେଜ୍’ ସିରିଜ୍ ଏବଂ ଟାଇମ୍ସ ଅଫ୍ ଇଣ୍ଡିଆରେ ‘ନିନାନ୍ସ ୱାର୍ଲ୍ଡ’ ପାଇଁ ବେଶ୍ ଜଣାଶୁଣା। ତାଙ୍କର ବିଭିନ୍ନ କାର୍ଟୁନ ଚରିତ୍ର ମଧ୍ୟରୁ ଶିଶୁ ପତ୍ରିକା ‘ଟାର୍ଗେଟ’ରେ ପ୍ରକାଶିତ ‘ଡିଟେକ୍ଟିଭ୍ ମୁଛୱାଲା’ ଖୁବ୍ ଲୋକପ୍ରିୟ ଥିଲା।

- Advertisement -

 

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories