ପ୍ରସିଦ୍ଧ ଉର୍ଦ୍ଦୁ କବି ତଥା ଗୀତିକାର ଗୁଲଜାର ପାଇବେ ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର

ନୂଆଦିଲ୍ଲୀ: ପ୍ରସିଦ୍ଧ ଉର୍ଦ୍ଦୁ କବି ତଥା ଗୀତିକାର ଗୁଲଜାର ପାଇବେ ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ସେହିପରି ସଂସ୍କୃତ ବିଦ୍ବାନ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ ମଧ୍ୟ ପାଇବେ ଜ୍ଞାନପୀଠ ପୁରସ୍କାର ପାଇବେ ବୋଲି ଜଣାପଡ଼ିଛି। ୫୮ତମ ଜ୍ଞାନପୀଠ ପୁରସ୍କାର କମିଟି ଦ୍ବାରା ଉଭୟ ମନୋନୀତ ହୋଇଥିବା ଚୟନ କମିଟି ଶନିବାର ଘୋଷଣା କରିଛି। ଗୁଲଜାର ହିନ୍ଦୀ ସିନେମାରେ ଜଣେ ଖ୍ୟାତି ସମ୍ପନ୍ନ ଗିତିକାର ଭାବେ ବେଶ ଜଣାଶୁଣା ଏବଂ ଏହି ଯୁଗର ସର୍ବୋତ୍ତମ ଉର୍ଦ୍ଦୁ … Continue reading ପ୍ରସିଦ୍ଧ ଉର୍ଦ୍ଦୁ କବି ତଥା ଗୀତିକାର ଗୁଲଜାର ପାଇବେ ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର