www.samajalive.in
Friday, December 5, 2025
27.1 C
Bhubaneswar

ଆଜିଠୁ ରତ୍ନଭଣ୍ଡାର ମରାମତି

ସମାଜ ଡିଜିଟାଲ ଡେସ୍କ: ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ପୁଣି ଥରେ ଆରମ୍ଭ ହେଉଛି । ଭିତର ରତ୍ନଭଣ୍ଡାର କାର୍ଯ୍ୟ ଶେଷ ହୋଇଛି, ଏବେ ବାହାର ରତ୍ନଭଣ୍ଡାର କାର୍ଯ୍ୟ କିଛି ପରିମାଣରେ ବାକି ଥିବାରୁ ଆସନ୍ତା ୮ଦିନ ମଧ୍ୟରେ ଏହି କାର୍ଯ୍ୟ ଶେଷ କରିବାକୁ ପ୍ରଶାସନ ଯୋଜନା କରିଛି । ଶୃଙ୍ଖଳିତ ଭାବେ କିଭଳି ମରାମତି କରାଯିବ ସେଦିଗରେ ପ୍ରଶାସନ ଓ ଏଏସଆଇ ଅଧିକାରୀମାନେ ଆଲୋଚନା କରିଛନ୍ତି । ବାହାର ରତ୍ନଭଣ୍ଡାର ପ୍ରାୟ ୯୦ଟି ପଥର ବଦଳାଯିବାର ସମ୍ଭାବନା ରହିଛି । ଯେତେଶୀଘ୍ର ସମ୍ଭବ ମରାମତି କାର୍ଯ୍ୟ ଶେଷ କରିବାକୁ ଏଏସଆଇ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଛି ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories