www.samajalive.in
Monday, December 8, 2025
20.1 C
Bhubaneswar

କଣ୍ଟାମାଳ ବିଧାନସଭା କ୍ଷେତ୍ର ବୁଥ ନଂ ୨୬ ଓ ୨୮ରେ ପୁନଃମତଦାନ

ଭୁବନେଶ୍ବର: ଓଡ଼ିଶାର କନ୍ଧମାଳ ଲୋକସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା କ୍ଷେତ୍ର ଅନ୍ତର୍ଗତ ବୁଥ ନମ୍ବର ୨୬ ଓ ବୁଥ ନମ୍ବର ୨୮ରେ ପୁନଃମତଦାନ ଶାନ୍ତିଶୃଙ୍ଖଳା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦେଶନାମା ଅନୁସାରେ ଉକ୍ତ ବୁଥ ଦ୍ବୟରେ ପୁନଃମତଦାନ ଅନୁଷ୍ଠିତ ହୋଇଥିଲା।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories