www.samajalive.in
Friday, December 5, 2025
20.1 C
Bhubaneswar

କର୍ତ୍ତବ୍ୟ ପଥରେ ଉଡିଲା ତ୍ରିରଙ୍ଗା

ନୂଆଦିଲ୍ଲୀ: ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା  ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋଓ ସୁବିୟାଣ୍ଟୋ ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ଅବସରରେ ଭାରତୀୟ ବାୟୁସେନା କର୍ତ୍ତବ୍ୟ ପଥରେ ପୁଷ୍ପ ବର୍ଷା କରିଛନ୍ତି । ବାୟୁସେନା ଭାରତୀୟ ତ୍ରିରଙ୍ଗା ସହିତ ପୁଷ୍ପ ବର୍ଷା କରିଛନ୍ତି । ଏହା ସହ କର୍ତ୍ତବ୍ୟପଥରେ ବାଦ୍ୟଯନ୍ତ୍ର ସହିତ ସମଗ୍ର ଦେଶରୁ ୩୦୦ଜଣ ପ୍ରତିଭାବାନ କଳାକାର ସାମିଲ ହୋଇଛନ୍ତି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories