www.samajalive.in
Monday, December 15, 2025
16.1 C
Bhubaneswar

ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ପଜିଟିଭ ଚିହ୍ନଟ

ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ସେ ଟ୍ୱିଟରେ ଲେଖିଛନ୍ତି ଯେ ସେ ସୁସ୍ଥ ଅନୁଭବ କରୁଛନ୍ତି କିନ୍ତୁ ସମ୍ପୂର୍ଣ୍ଣ ସୁସ୍ଥ ହେବ ଯାଏଁ ଏକାନ୍ତବାସରେ ରହିବେ ଓ କାର୍ଯ୍ୟ କରିବେ। ଗତ କିଛି ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ କୋଭିଡ ପରୀକ୍ଷା କରାଇବା ପାଇଁ ସେ ପରାମର୍ଶ ଦେଇଛନ୍ତି।

- Advertisement -

ସେ ଟ୍ୱିଟ କରି କହିଛନ୍ତି ଯେ ରିଜର୍ଭ ବ୍ୟାଙ୍କର ଦୈନନ୍ଦିନ କାର୍ଯ୍ୟ ଜାରି ରହିବ। ଏହି ସମୟ ମଧ୍ୟରେ ସେ ସମସ୍ତ ଡେପୁଟି ଗଭର୍ଣ୍ଣର ଏବଂ ଅଧିକାରୀଙ୍କ ସହ ଟେଲିଫୋନ ଓ ଭିଡିଓ କନଫରେନସିଂ ମାଧ୍ୟମରେ ଯୋଗାଯୋଗରେ ରହିଥିବା କହିଛନ୍ତି।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories