www.samajalive.in
Saturday, December 6, 2025
16.1 C
Bhubaneswar

ଆଇଏଏସ ସ୍ତରରେ ଅଦଳବଦଳ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ବଦଳିଲେ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଥିବା ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି। ଅରିନ୍ଦମଙ୍କୁ ପୌର ପ୍ରଶାସକ ଏବଂ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ଵ ପ୍ରଦାନ କରାଯାଇଛି। ସେହିପରି ଆଇଏଏସ ଅଧିକାରୀ ଏନବିଏସ ରାଜପୁତଙ୍କୁ ସାଧାରଣ ଉଦ୍ୟୋଗ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ଆଇଏଏସ ଅଧିକାରୀ ଟି. ଆଓଙ୍କୁ ଯୋଜନା ଓ ସଂଯୋଜନ ବିଭାଗ ସ୍ବତନ୍ତ୍ର ସଚିବ ଦାୟିତ୍ଵ ଦିଆଯାଇଥିବାବେଳେ ଭୂପେନ୍ଦ୍ର ସିଂହ ପୁନିଆଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ଵ ଏବଂ ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ବୟନ ଶିଳ୍ପ ଓ ହସ୍ତତନ୍ତ ବିଭାଗ ନିର୍ଦେଶକ ଭାବେ ବଦଳି କରାଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories