www.samajalive.in
Saturday, December 6, 2025
26.1 C
Bhubaneswar

ଦେବୀ ମୁହାଣ, ଗହୀରମଥାରେ ଲାଗୁ ହେଲା ମାଛଧରା କଟକଣା

ସମାଜ ଡିଜିଟାଲ ଡେସ୍କ: ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ଲାଗି ସମୁଦ୍ରରେ ମାଛ ଧରା କଟକଣା ଜାରି କରାଯାଇଛି। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଏବଂ ଦେବୀ ମୁହାଣରେ ଏହି କଟକଣା ଲାଗୁ ହୋଇଛି। ଅଲିଭ ରିଡଲେ କଇଁଛଙ୍କ ପ୍ରଜନନ ସମୟ ଆସିଥିବାରୁ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ନଭେମ୍ବର ପହିଲାରୁ ଆଗାମୀ ମେ ୩୧ ତାରିଖ ପର୍ଯ୍ୟନ୍ତ ୭ ମାସ ଯାଏ ଏହି କଟକଣା ବଳବତ୍ତର ରହିବ। ମୁହାଣଠାରୁ ୨୦ କିଲୋମିଟର ଦୂର ସାମୁଦ୍ରିକ ଅଞ୍ଚଳ ପର୍ଯ୍ୟନ୍ତ ମାଛଧରା ବନ୍ଦ ରହିବ ବୋଲି କୁହାଯାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories