www.samajalive.in
Thursday, December 11, 2025
13.1 C
Bhubaneswar

ଆଇଏଏସ ସ୍ତରରେ ଅଦଳ ବଦଳ, ଜ୍ୟୋତିପ୍ରକାଶ ଦାସଙ୍କୁ ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଦାୟିତ୍ବ

ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ବରିଷ୍ଠ ପ୍ରଶାସକ ଜ୍ୟୋତିପ୍ରକାଶ ଦାସଙ୍କୁ କଟକ ମାଧ୍ୟମିକ ଶିକ୍ଷା ପରିଷଦ(ବିଏସଇ) ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ଆଇଜିଆର୍‌ (ଇନ୍ସପେକ୍ଟର ଜେନେରାଲ ଅଫ୍ ରେଜିଷ୍ଟ୍ରେସନ) ଜ୍ୟୋତିପ୍ରକାଶ ଦାସଙ୍କୁ ବୋର୍ଡ ସଭାପତି ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି। ବୋର୍ଡ ସଭାପତି ରାମାଶିଷ ହାଜରାଙ୍କୁ ପ୍ରାଣୀସମ୍ପଦ ନିର୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ବିଜ୍ଞାନ ଓ ବୈଷୟିକ ଯୁଗ୍ମ ସଚିବ ଭାବେ ୟେଦୁଲା ବିଜୟ ଅବସ୍ଥାପିତ କରାଯାଇଥିବା ସୂଚନା ମିଳିଛି।

ଅନ୍ୟପକ୍ଷରେ ବୋର୍ଡ ସଭାପତି ଥିବା ରାମାଶିଷ ହାଜରାଙ୍କୁ ପ୍ରାଣୀ ସଂପଦ ନିର୍ଦେଶକ ଭାବେ ବଦଳି କରାଯାଇଛି। ସେହିପରି ପ୍ରାଣୀ ସଂପଦ ବିଭାଗରେ ନିର୍ଦେଶକ ଥିବା ଆଇଏଏସ୍ ଅଫିସର ଡକ୍ଟର ୟେଦୁଲା ବିଜୟଙ୍କୁ ବିଜ୍ଞାନ ଓ ବୈଷୟିକ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories