www.samajalive.in
Saturday, December 6, 2025
23.1 C
Bhubaneswar

ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ଵବିଦ୍ୟାଳୟ ପରିଚାଳିତ ଯୁକ୍ତ ଦୁଇ ଉପଶାସ୍ତ୍ରୀ ପରୀକ୍ଷା ଫଳ ପ୍ରକାଶ

ପୁରୀ:  ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ଵବିଦ୍ୟାଳୟ ଦ୍ଵାରା ପରିଚାଳିତ ଉପଶାସ୍ତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ପରୀକ୍ଷା ଫଳ ୯୦.୧୮ ପ୍ରତିଶତ ରହିଛି। ରାଜ୍ୟର ୧୨୯ ପରୀକ୍ଷା କେନ୍ଦ୍ରରେ ୮୨୬୬ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିଲେ। ସେଥିରୁ ୭୩୪୩ ଛାତ୍ର ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି।


ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁ ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। କୁଳସଚିବ ପ୍ରଜ୍ଞାଶ୍ରୀ ପ୍ରିୟମ୍ବଦା, ପରୀକ୍ଷା ନିୟନ୍ତ୍ରକ ଡଃ ବସନ୍ତ କୁମାର ମିଶ୍ର, ପ୍ରଫେସର ନିବେଦିତା କର ଏବଂ ବରିଷ୍ଠ ସେକ୍ସନ ଅଧିକାରୀ ଶରତ କୁମାର ବେହେରା ଉପସ୍ଥିତ ଥିଲେ।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories