www.samajalive.in
Monday, December 15, 2025
26.1 C
Bhubaneswar

ଅବସରପ୍ରାପ୍ତ ବନପାଳଙ୍କୁ ଗିରଫ: ହରିଣ ଛାଲ ଏବଂ ମୟୂର ପକ୍ଷୀ ରଖିଥିବା ଅଭିଯୋଗ

ଦେବଗଡ଼ : ଦେବଗଡ ବନଖଣ୍ଡରେ ଅବସରପ୍ରାପ୍ତ ବନପାଳଙ୍କୁ ଗିରଫ କରିଛି ବନବିଭାଗ। ବାରକୋଟ ଥାନା ଅକ୍ଷରଶିଳା ଗ୍ରାମର ଅବସରପ୍ରାପ୍ତ ଫରେଷ୍ଟର କିଶୋରଚନ୍ଦ୍ର ପ୍ରଧାନଙ୍କୁ ଗିରଫ କରାଯାଇଛି। ଘରେ ଚିତ୍ତଲ ହରିଣ ଛାଲ ଏବଂ ମୟୂର ପକ୍ଷୀ ରଖିଥିବା ଅଭିଯୋଗରେ ଗିରଫ କରିବା ସହ  ୭୪୫ ଟି ମୟୂର ପକ୍ଷୀ ଏବଂ ଗୋଟିଏ ହରିଣ ଛାଲ ଜବତ ହୋଇଛି। ରବିବାର ବିଳମ୍ବିତ ରାତିରେ କିଶୋରଙ୍କ ଘରେ ବନବିଭାଗ ଚଢାଉ କରିଥିଲା।
ଚାକିରି କାଳ ସମୟରେ ହରିଣ ଛାଲ ଏବଂ ମୟୂର ପକ୍ଷୀ ବେଆଇନ ଭାବେ ଘରକୁ ନେଇ ଆସିଥିବା ସନ୍ଦେହ କରାଯାଇଛି।  ବାରକୋଟ ବନାଞ୍ଚଳ  କାର୍ଯ୍ୟାଳୟରେ  ଅଧିକ ପଚରାଉଚରା କରାଯାଉଛି।  କିଛି ସମୟ ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories