www.samajalive.in
Friday, December 5, 2025
20.1 C
Bhubaneswar

ରେବନ୍ତ ରେଡ୍ଡୀ ତେଲଙ୍ଗାନାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ: ରେବନ୍ତ ରେଡ୍ଡୀ ତେଲଙ୍ଗାନାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ବିଧାୟକ ଦଳ ବୈଠକ ପରେ ସର୍ବସମ୍ମତିକ୍ରମେ କଂଗ୍ରେସ ହାଇକମାଣ୍ଡ ଏହି ନିଷ୍ପତ୍ତି ନେଇଛନ୍ତି। ଡିସେମ୍ବର ୭ରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି।

ସୂଚନାଯୋଗ୍ୟ, ରେବନ୍ତ ୨୦୨୧ ଜୁଲାଇରେ ତେଲେଙ୍ଗାନା କଂଗ୍ରେସ ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ସେବେଠାରୁ ଲଗାତର ଭାବେ ସେ ତୃଣମୂଳ ସ୍ତରରୁ ଦଳ ପାଇଁ କାର୍ଯ୍ୟ କରି ଚାଲିଥିଲେ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories