www.samajalive.in
Saturday, December 13, 2025
26.1 C
Bhubaneswar

ରାଜସ୍ବ କମିଶନରଙ୍କ ପାତାଳୀ ଶ୍ରୀକ୍ଷେତ୍ର ପରିଦର୍ଶନ

ବୀରମହାରାଜପୁର : ଆଜି ଅପରାହ୍ଣରେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର ନିରଞ୍ଜନ ସାହୁ ସୋନପୁର ଜିଲା କୋଟସମଲାଇ ସ୍ଥିତ ପ୍ରସିଦ୍ଧ ପାତାଳୀ ଶ୍ରୀକ୍ଷେତ୍ର ପରିଦର୍ଶନ କରିଛନ୍ତି । ଶ୍ରୀ ସାହୁଙ୍କୁ ପାତାଳୀ କ୍ଷେତ୍ର ଟ୍ରଷ୍ଟ ଓ ପାତାଳୀ ସେନାର କର୍ମକର୍ତ୍ତାମାନେ ସ୍ବାଗତ ଜଣେଇଥିଲେ। ଶ୍ରୀ ସାହୁ ଛଳିଆ ପାହାଡ଼ ଉପରସ୍ଥ ମନ୍ଦିରରେ ଠାକୁରଙ୍କ ଦର୍ଶନ କରିବା ସହ ପାହାଡ଼ ତଳ ଡାକ ବଙ୍ଗଳାଠାରେ ଏକ ବୈଠକରେ ଯୋଗ ଦେଇଥିଲେ। ବୈଠକରେ ପାତାଳୀ କ୍ଷେତ୍ରର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା। ସୁବର୍ଣ୍ଣପୁର ଜିଲ୍ଲାପାଳ ମନିଷା ବାନାର୍ଜୀ, ବୀରମହାରାଜପୁର ଉପଜିଲାପାଳ ଅଶୋକ ଭୋଇ, ଉଲୁଣ୍ଡା ବିଡିଓ ହେମାସାଗର ଭୋଇ, ତହସିଲଦାର ପୂର୍ଣ୍ଣଚନ୍ଦ୍ର ନାଏକ, ପାତାଳୀ କ୍ଷେତ୍ର ଟ୍ରଷ୍ଟର ସମ୍ପାଦକ ଉତ୍ତର ପାତ୍ର, ଟ୍ରଷ୍ଟି ପୂର୍ଣ୍ଣଚନ୍ଦ୍ର ପାଢ଼ୀ ପ୍ରମୁଖ ଏଥିରେ ଉପସ୍ଥିତ ଥିଲେ।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories