www.samajalive.in
Saturday, December 6, 2025
17.1 C
Bhubaneswar

ବେଲପାହାଡରେ ମୋଦୀଙ୍କ ଉପରେ ବର୍ଷିଲେ ରାହୁଲ ଗାନ୍ଧୀ: କହିଲେ ମୋଦୀ ଓବିସି ନୁହେଁ ସାଧାରଣ ବର୍ଗରେ ଜନ୍ମ

ଝାରସୁଗୁଡା: ଦେଶରେ ଭୟଙ୍କର ସାମାଜିକ ଅନ୍ୟାୟ ହେଉଛି । ଆପଣ ଜିଏସଟି ଦେଉଛନ୍ତି କିନ୍ତୁ ଆଦାନି ପରି ଲୋକମାନେ ଏହାକୁ ଉପଭୋଗ କରୁଛନ୍ତି । ପ୍ରଧାନମନ୍ତ୍ରୀ ଓବିସି ବର୍ଗର ନୁହଁନ୍ତି, ସେ ଜେନେରାଲ କାଷ୍ଟରେ ଜନ୍ମଗ୍ରହଣ କରିଥିଲେ । ପରେ ଗୁଜୁରାଟ ସରକାର ତାଙ୍କୁ ଓବିସି ଅନ୍ତଭୁକ୍ତ କରିଥିଲେ । ଏଭଳି କହି ଗୁରୁବାର ବେଲପାହାଡରେ ଭାରତ ଯୋଡ ନ୍ୟାୟ ଯାତ୍ରାରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ । ଝାରସୁଗୁଡା ପୁରୁଣା ବସଷ୍ଟାଣ୍ଡରୁ ପଦଯାତ୍ରା ଆରମ୍ଭ କରି ପ୍ରାୟ ୨କିଲୋମିଟର ଯାତ୍ରା କରିବା ପରେ ଜନସାଧାରଣଙ୍କୁ ସମ୍ବୋଧନ କରିଥିଲେ ରାହୁଲ ଗାନ୍ଧୀ । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଚାଷୀଙ୍କୁ ଲୁଟୁଥିବା ରାହୁଲ କହିଛନ୍ତି ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories