www.samajalive.in
Monday, December 15, 2025
26.1 C
Bhubaneswar

ଅକ୍ଟୋବର ୮ରେ ଆରଆଇ, ଅମିନ ପରୀକ୍ଷା

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ(ଓଏସଏସଏସସି) ଦ୍ଵାରା ପରିଚାଳିତ ରାଜସ୍ଵ ନିରୀକ୍ଷକ, ଅମିନ, ସହକାରୀ ରାଜସ୍ଵ ନିରୀକ୍ଷକ, ଏସଏଫଏସ ଏବଂ ଆଇସିଡିଏସ ସୁପରଭାଇଜର ପରୀକ୍ଷା ଆସନ୍ତା ଅକ୍ଟୋବର ୮ ତାରିଖରୁ ଅନୁଷ୍ଠିତ ହେବ। ଏହା ନଭେମ୍ବର ୩ୟ ସପ୍ତାହ ପର୍ଯ୍ୟନ୍ତ ଚାଲିପାରେ। ଏ ସମ୍ପର୍କରେ ଆୟୋଗ ପକ୍ଷରୁ ସୋମବାର ବିଜ୍ଞପ୍ତି ଜାରି କରାଯାଇଛି। ପରୀକ୍ଷା ତାରିଖ, ସ୍ଥାନ ଏବଂ କେନ୍ଦ୍ର ସମ୍ପର୍କିତ ତଥ୍ୟ ପ୍ରବେଶ ପତ୍ରରେ ଉଲ୍ଲେଖ କରାଯିବ ବୋଲି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ କରି ପୂର୍ବ ପରୀକ୍ଷାକୁ ରଦ୍ଦ କରିବା ଲାଗି କିଛି ପରିକ୍ଷାର୍ଥୀଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରାଯାଇଥିଲା। ହାଇକୋର୍ଟ ଏହାର ସାନି ପରୀକ୍ଷା କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଇଥିଲେ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories