www.samajalive.in
Saturday, December 6, 2025
26.1 C
Bhubaneswar

ଏଣିକି ଏଟିଏମରୁ ମିଳିବ ଚାଉଳ; ରାଜଧାନୀରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ଏଟିଏମ

ଭୁବନେଶ୍ୱର : ଭୁବନେଶ୍ୱର ମଞ୍ଚେଶ୍ୱରରେ ଗୁରୁବାର ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ଏଟିଏମ । ମଞ୍ଚେଶ୍ୱର ଚାଉଳ ଗୋଦାମ ଠାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚାଉଳ ଏଟିଏମକୁ ଉଦଘାଟନ କରିଛନ୍ତି । ଏଣିକି ହିତାଧିକାରୀ ନିଜର ରାସନକାର୍ଡ ଆଣି ନମ୍ବର ମାରି ଏଟିଏମରୁ ଚାଉଳ ଉଠାଇ ପାରିବେ । ଯୋଜନା ସଫଳ ହେଲେ ସବୁ ଜିଲା ଓ ବ୍ଲକରେ ଏଟିଏମ ଖୋଲିବ ବୋଲି ମନ୍ତ୍ରୀ କହିଛନ୍ତି । ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ଏଟିଏମ୍‌ କାର୍ଡ ଦିଆଯିବ । ଯାଦ୍ୱାରା ସାରା ଭାରତରେ ଏହି କାର୍ଡ ବ୍ୟବହାର ହୋଇପାରିବ ।

ଥମୁନି ଆଳୁ ନିଆଁ; କିଲୋ ଛୁଇଁଲା ୬୦

ଗିରଫ ହେଲେ କୁବେର ବିଡିଓ ପ୍ରଦୀପ ସାହୁ

- Advertisement -

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories