www.samajalive.in
Saturday, December 6, 2025
26.1 C
Bhubaneswar

ସିବିଆଇର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଋଷି କୁମାର ଶୁକ୍ଳା

ନୂଆଦିଲ୍ଲୀ : ୧୯୮୩ ବ୍ୟାଚ୍‍ ମଧ୍ୟପ୍ରଦେଶ କ୍ୟାଡର୍‍ ଆଇପିଏସ୍‍ ଅଫିସର ଋଷି କୁମାର ଶୁକ୍ଳା ସୋମବାର ସିବିଆଇର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସିବିଆଇର ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶକ ଏମ୍‍. ନାଗେଶ୍ୱର ରାଓଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସିବିଆଇର ନିର୍ଦ୍ଦେଶକ ଭାବେ ଶ୍ରୀ ଶୁକ୍ଳା ୨ ବର୍ଷ ପାଇଁ ଦାୟିତ୍ୱରେ ରହିବେ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗତ ଶନିବାର ଦିନ ଶ୍ରୀ ଶୁକ୍ଳାଙ୍କୁ ସିବିଆଇର ନିର୍ଦ୍ଦେଶକ ଭାବେ ନିଯୁକ୍ତ କରିଥିଲେ।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories