www.samajalive.in
Sunday, December 14, 2025
19.1 C
Bhubaneswar

ତେଜସ୍ୱୀଙ୍କ ବଡ ଘୋଷଣା: ଜାନୁଆରୀ ୧୪ସୁଦ୍ଧା ପ୍ରତ୍ୟେକ ମହିଳାଙ୍କ ଆକାଉଣ୍ଟରେ ୩୦,୦୦୦

ପାଟନା: ବିହାର ବିଧାନସଭା ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ନଭେମ୍ବର ୬ତାରିଖରେ ହେବାକୁ ଯାଉଛି । ଏଥିପାଇଁ ଆଜି ସନ୍ଧ୍ୟାରେ ପ୍ରଚାର ଶେଷ ହେବ । ଏହା ପୂର୍ବରୁ ମହାଗଠବନ୍ଧନର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ୱୀ ଯାଦବ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ତେଜସ୍ୱୀ ବିହାରର ମା’ ଏବଂ ଭଉଣୀମାନଙ୍କୁ ୩୦,୦୦୦ ଟଙ୍କା ଅନୁଦାନ ଘୋଷଣା କରିଛନ୍ତି । ସେ ମହିଳା ମାନଙ୍କୁ ଗୋଟିଏ ବର୍ଷ ପାଇଁ ଏକକାଳୀନ ରାଶି ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ।


ଆରଜେଡି ନେତା ଏବଂ ମହାଗଠବନ୍ଧନର ମୁଖ୍ୟମନ୍ତ୍ରୀ ଚେହେରା ତେଜସ୍ୱୀ ଯାଦବ କହିଛନ୍ତି ଯେ ସରକାର ଗଠଦ ହେବା ପରେ ମକର ସଂକ୍ରାନ୍ତିରେ ଅର୍ଥାତ୍‌ ଜାନୁଆରୀ ୧୪ରେ ‘ମାଇ ବେହେନ୍‌ ମାନ୍‌ ଯୋଜନା’ ଅଧୀନରେ ଆମେ ମହିଳାଙ୍କ ଆକାଉଣ୍ଟରେ ସାରା ବର୍ଷ ପାଇଁ ୩୦,୦୦୦ ଟଙ୍କା ଜମା କରିବୁ ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories