www.samajalive.in
Saturday, December 6, 2025
15.1 C
Bhubaneswar

ଏନ୍‌କାଉଣ୍ଟରରେ ହାର୍ଡକୋର୍ ନକ୍ସଲ ନିହତ

ରାଉରକେଲା : ଏନକାଉଣ୍ଟରରେ ଟଳିଲେ ନକ୍ସଲ। ଝାଡଖଣ୍ଡ ଚାଇବାସାରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଫଳରେ ଜଣେ ହାର୍ଡକୋର୍ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସୁନ୍ଦରଗଡ ଜିଲ୍ଲା ବୁର୍ଜୁଆ ପାହାଡ ଇଲାକାରେ ନକ୍ସଲ ମାନେ ଲୁଚି ରହିଥିବାର ଖବର ପାଇ ପୁଲିସ୍ ଏବଂ ସିଆରପିଏଫ୍ ପକ୍ଷରୁ ସର୍ଚ୍ଚ ଅପରେସନ୍ କରାଯାଇଥିଲା।  ତେବେ ଅମିତ୍ ନାଁରେ ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା। ଘଟଣାସ୍ଥଳରୁ ବିପୁଳ ପରିମାଣ ର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ବର୍ତ୍ତମାନ୍ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories