www.samajalive.in
Friday, December 5, 2025
20.1 C
Bhubaneswar

ଆଇଇଡି ବିସ୍ଫୋରଣରେ ଜଣେ ଯବାନ ସହିଦ

ରାଉରକେଲା : ସୁନ୍ଦରଗଡ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ଅଭାବନୀୟ ଘଟଣା ଘଟିଛି। ସର୍ଚ୍ଚ ଅପରେସନ ବେଳେ ମାଓବାଦୀମାନେ ଆଇଇଡି ବିସ୍ଫୋରଣ କରିଛନ୍ତି। ଏଥିରେ ଜଣେ ଯବାନ ସହିଦ ହୋଇଛନ୍ତି। ମୃତ ଯବାନ ଜଣକ ଉତ୍ତରପ୍ରଦେଶର ସତ୍ୟବାନ୍ ସିଂ ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ରାଉରକେଲାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଯବାନଙ୍କ ମର ଶରୀରକୁ ଝାରଖଣ୍ଡ ରାଞ୍ଚି ନିକଟସ୍ଥ ୧୬୪ ସିଆପିଏଫ୍ ବାଟାଲିୟନ୍ ମୁଖ୍ୟ କାର୍ଯ୍ୟାଳୟକୁ ନିଆଯାଇଥିବା ସୂଚନା ମିଳିଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories