ରାଉରକେଲା: ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ରାଉରକେଲା ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରେ। ବର୍ତ୍ତମାନ୍ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। କେଉଁ ପରିସ୍ଥିତିରେ ପୁଲିସ୍ କର୍ମଚାରୀ ଜଣକ ଏଭଳି ଚରମ ନିଷ୍ପତ୍ତି ନେଲେ ତାହା ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Popular Categories



