www.samajalive.in
Friday, December 5, 2025
23.1 C
Bhubaneswar

ବୋମା ବିସ୍ଫୋରଣରେ ଯବାନ ସହିଦ: ଦୁଇ ଗୁରୁତରଙ୍କୁ ଏୟାରଲିଫ୍ଟ

ରାଉଲକେଲା: ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ବ୍ଲକର ଜରାଇକେଳା ପଞ୍ଚାୟତ ସୀମାନ୍ତରେ ଥିବା ଝାଡ଼ଖଣ୍ଡସ୍ଥିତ ସରଣ୍ଡା ଜଙ୍ଗଲରେ ମାଓବାଦୀମାନେ ପୁଣି ଥରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ନିଜର ଉପସ୍ଥିତି ଜାହିର କରିଛନ୍ତି । ଏକ ଭୟଙ୍କର ବିସ୍ଫୋରଣରେ ସିଆରପିଏଫ୍‌ର ଜଣେ ଯବାନ ସହିଦ ହୋଇଥିବାବେଳେ ଦୁଇ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସହିଦ ଯବାନଙ୍କ ନାମ କାନଷ୍ଟେବଳ ମହେନ୍ଦ୍ର ଲକସର ବୋଲି ଜଣାପଡିଛି। ଦୁଇ ଆହତ ଯବାନ ରାମକୃଷ୍ଣ ଗଗରାଇ ଏବଂ ଇନ୍ସପେକ୍ଟର କୌଶଳ ମିଶ୍ରଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ଉଭୟଙ୍କୁ ସେଠାରୁ ଏୟାରଲିଫ୍ଟ କରାଯାଇଥିବା ସୂଚନା ମିଳିଛି।

Hot this week

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

Related Articles

Popular Categories