www.samajalive.in
Monday, December 8, 2025
14.1 C
Bhubaneswar

ଓଲଟିଲା ଟ୍ରାକ୍ଟର ଜଣେ ମୃତ, ୪ଆହତ

ଯାଜପୁର : ଯାଜପୁର ଜିଲା ସଦର ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ ଏକ ଟ୍ରାକ୍ଟର ଓଲଟି ପଡିବାଦ୍ବାରା ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଥିବା ଜଣାପଡିଛି । ମୃତକ ଜଣକ ବରୀ ଉଦୟପୁର ଗାଁର ମଙ୍ଗୁଳି ସାମଲ। ଆହତ ୪ଜଣଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଖବର ଅନୁସାରେ, ଟ୍ରାକ୍ଟରଟି କାଠ ବୋଝେଇ କରି ଯାଜପୁର ଟାଉନରୁ ବାଲିଆପାଳ ଯିବା ସମୟରେ ଓଲଟି ପଡିଥିଲା।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories