www.samajalive.in
Monday, December 8, 2025
17.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ, ୨ଗୁରୁତର

ବାଲେଶ୍ୱର : ବାଲେଶ୍ୱର ଜିଲା ବସ୍ତା ନିକଟ ୬୦ନମ୍ବର ଜାତୀୟ ରାଜପଥର ପୁନସୀତା ଠାରେ ବୁଧବାର ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥଇଲାବଳେ ଦୁଇ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୁଧବାର ଏକ ଡ଼ମ୍ପର ଓ ଅଟୋ ମଧ୍ୟରେ ଧକ୍କା ହେବାଫଳରେ ଘଟଣାସ୍ଥଳରେ ଜଣେ ଅଟୋ ଆରୋହୀଙ୍କର ମୃତ୍ୟ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ଦୁଇ ଜଣଙ୍କୁ   ଡାକ୍ତର ଖାନାରେ ଭର୍ତ୍ତି କରାଯାଇଛି। ଏହାକୁ କେନ୍ଦ୍ର କରି ସ୍ଥାନୀୟ ଲୋକଙ୍କ ଦ୍ୱାରା କିଛି ସମୟ ଯାନବାହନ ଚଳାଚଳ ବନ୍ଦ ରହିଥିଲା। ବସ୍ତା ଥାନା ପୁଲିସ ପହଞ୍ଚି ଗାଡି ଚଳାଚଳ ସ୍ବାଭାବିକ କରାଇଥିଲେ। ଏପର୍ଯ୍ୟନ୍ତ ମୃତକର ପରିଚୟ ମିଳିପାରିନାହିଁ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories