ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ମୃତ

କେନ୍ଦୁଝର :  କେନ୍ଦୁଝରରେ ସିରିଜ୍ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି । ଚମ୍ପୁଆ ଥାନା ରିମୁଳି ବାଇପାସରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ୨ଟି ଟ୍ରକ୍ ସହ ଏକ କାର୍ ଧକ୍କା ହେବା ଫଳରେ କାରଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି । ଦୁର୍ଘଟଣାରେ କାରରେ ଥିବା ୫ ଜଣଙ୍କ ମୃତ୍ୟୁ ଘଟିଛି । କାରଟି କେନ୍ଦୁଝରରୁ ବଡବିଲ ଫେରିବା ସମୟରେ ରିମୁଳି ବାଇପାସରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତନାଘନା କରୁଛି ।

ସ୍ବର୍ଣ୍ଣ ଜିତିଲେ ନୀରଜ ଚୋପ୍ରା

Comments are closed.