www.samajalive.in
Saturday, December 6, 2025
26.1 C
Bhubaneswar

ଜଳିଗଲା ଟ୍ରକ୍ ସହ ବସ୍: ୬ ମୃତ

ହାଇଦ୍ରାବାଦ : ଦୁର୍ଘଟଣା ପରେ ଜଳିଗଲା ଟ୍ରକ୍ ସହ ବସ୍ , ୬ ମୃତ। ବାପଟଲା ଜିଲ୍ଲାରୁ ହାଇଦ୍ରାବାଦ ଯିବାବେଳେ ବସ୍ -ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣା ପରେ ବସ୍ ଏବଂ ଟ୍ରକ ଜଳିଯାଇଛି। ଘଟଣାସ୍ଥଳରେ ବସ୍ ଓ ଟ୍ରକ୍ ଡ୍ରାଇଭର ସହ ୪ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବସରେ ମୋଟ୍ ୪୨ ଯାତ୍ରୀ ଥିଲେ। ଆହତଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଯାତ୍ରୀମାନେ ଭୋଟ୍‌ ଦେଇ ଫେରିବା ବାଟରେ ଏହି ଦୁଘର୍ଟଣା ଘଟିିଥିବା ଜଣାପଡିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories