www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ରକକୁ ପଛରୁ ପିଟିଲା ବାଇକ; ୩ମୃତ

ଯାଜପୁର: ଭାରସାମ୍ୟ ହରାଇ ଟ୍ରକ ପଛକୁ ପିଟିଲା ବାଇକ । ଘଟଣାସ୍ଥଳରେ ୩ଜଣଙ୍କ ମୃତୁ୍ୟ ହୋଇଥିବା ସୂଚନା ମିଳିଛି । କଳିଙ୍ଗନଗର ଥାନା ଜିନ୍ଦଲ ମୁଖ୍ୟ ଗେଟ ସମ୍ମୁଖରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ୩ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡିଛି । ଦୁର୍ଘଟଣା ଯୋଗୁ ସଂପୃକ୍ତ ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories