www.samajalive.in
Friday, December 12, 2025
17.1 C
Bhubaneswar

ଟ୍ରାକ୍ଟର ଧକ୍କାରେ ବାଇକ୍‍ ଆରୋହୀ ମୃତ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲା ହେବଗିରି ଥାନା ମୁଣ୍ଡରକ୍ଷେତ ଗ୍ରାମ ନିକଟରେ ଟ୍ରାକ୍ଟର ଧକ୍କାରେ ଜଣେ ବାଇକ୍‍ ଆରୋହୀଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣାପରେ ଟ୍ରାକ୍ଟର ଚାଳକ ଫେରାର ହୋଇଯାଇଥିବା ବେଳେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ଉତ୍ତ୍ୟକ୍ତ ଲୋକେ ଟ୍ରାକ୍ଟରଟିକୁ ଜାଳିଦେଇଥିବା ଜଣାପଡ଼ିଛି।

Hot this week

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

Related Articles

Popular Categories