www.samajalive.in
Sunday, December 7, 2025
26.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଗଲା ୨ ଜୀବନ

ଭୁବନେଶ୍ୱର: ଆଜି ସକାଳୁ ଦିଗପହଣ୍ଡି ଓ ନବରଙ୍ଗପୁରରେ ବସ ଦୁର୍ଘଟଣାରେ ୨ଜଣଙ୍କ ଜୀବନ ଯାଇଛି।
ଦିଗପହଣ୍ଡି ଅନ୍ତର୍ଗତ କଇଠଖଣ୍ଡି ଛକ ନିକଟରେ ଏକ ବାଇକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିଲା। ମୃତକ ନୂଆଗାଁର ହୋଇଥିବା ସୂଚନା ମିଳିଛି।

ସେହିପରି ନବରଙ୍ଗପୁର ଥାନା ତାରା ଗାଁ ନିକଟରେ ଚକା ଫାଟି ଯିବାରୁ ରାସ୍ତାରେ ବସ ଓଲଟିଥିଲା। ବସ ଓଲଟି ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଆହତ ହୋଇଛନ୍ତି। ବସରେ ଉମରକୋଟରୁ ୫୦ରୁ ଅଧିକ ଯାତ୍ରୀ ଯାଉଥିଲେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories