ପଟ୍ଟାମୁଣ୍ଡାଇ : କେନ୍ଦ୍ରାପଡ଼ା ଜିଲା ରାଜନଗର ଜରି ଛକଠାରେ ଶୁକ୍ରବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ୩ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଏକ ହାଇୱା ବାଇକକୁ ଧକ୍କା ଦେବାଫଳରେ ଏହି ଦୁର୍ଘଟଣା ଘଟିଥିଲା। ଫଳରେ ଘଟଣା ସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଥିଲାବେଳେ ହାଇୱାଟି ଓଲଟି ପଡ଼ିବା ଦ୍ବାରା ୩ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି।
Popular Categories


