ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର

ପାଟଣା : କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲୀପଶି ନିକଟରେ ବୁଧବାର ବାଇକ୍ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇଥିବା ଜଣାପଡ଼ିଛି। ଏନେଇ ଖବର ପାଇ ପାଟଣା ଅଗ୍ନିଶମ ବିଭାଗ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପାଟଣା ଡ଼ାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ଯୁବକଙ୍କ ପରିଚୟ ମିଳିପାରିନାହିଁ।

Comments are closed.