ଟିଟିଲାଗଡ : ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା କୁମଡିପଦର ଗ୍ରାମ ନିକଟରେ ଗୁରୁବାର ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାଫଳରେ ଏହି ଦୁର୍ଘଟଣା ଘଟିଛି। ଗୁରୁତର ଦୁଇ ଜଣଙ୍କୁ ଟିଟିଲାଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
Popular Categories



