www.samajalive.in
Sunday, December 7, 2025
14.1 C
Bhubaneswar

ସଡକ ଦୁର୍ଘଟଣାରେ ୩ ମୃତ, ୩ ଗୁରୁତର

କେନ୍ଦୁଝର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୩ ଜଣ ଗୁରୁତର ହୋଇଛନ୍ତି । ଯୋଡ଼ା ଥାନା ଡିଏଭି ସ୍କୁଲ ନିକଟ ଫ୍ଲାଏ ଓଭରରେ ଏହି ଦୁର୍ଘଟଣା ଘଟିଛି । ୨ଟି ବାଇକ୍ ମୁହାଁମୁହିଁ ଧକ୍କା ପରେ ଏହି ସମୟରେ ଏକ ଅଜଣା ଗାଡି ମାଡିଯାଇଥିଲା ।  ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଗୁରୁତର ୩ ଜଣ ଟାଟା ଷ୍ଟିଲ୍ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଯାଞ୍ଚ କରୁଛି ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories