www.samajalive.in
Monday, December 15, 2025
27.1 C
Bhubaneswar

ସ୍କୁଟରକୁ ଧକ୍କା ଦେଲା ଟ୍ରକ୍, ୨ ନାବାଳିକା ମୃତ

ବଣାଇ : ସ୍କୁଟରକୁ ଏକ ଟ୍ରକ୍ ଧକ୍କା ଦେବାକୁ ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି । ଲହୁଣିପଡା ରଜାମୁଣ୍ଡା ବାଇପାସ୍ ନିକଟରେ ଘଟିଛି ଏହି ଦୁର୍ଘଟଣା । ଏଥିରେ ୨ ଜଣ ନାବାଳିକାଙ୍କ ମୃତ୍ୟୁ ହେବା ସହ ଜଣେ ଯୁବକ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ୨ ନାବାଳିକାଙ୍କ ବୟସ ଯଥାକ୍ରମେ ୮ ବର୍ଷ ଓ ୧୨ ବର୍ଷ । ଉଭୟ ଗୋଟିଏ ପରିବାରର ବୋଲି ଜଣାପଡିଛି ।

Hot this week

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

Related Articles

Popular Categories