www.samajalive.in
Sunday, December 14, 2025
15.1 C
Bhubaneswar

ଧାନ ସଂଗ୍ରହରେ ଅନିୟମିତତା ଅଭିଯୋଗ: ରାଜରାସ୍ତାରେ ଚାଷୀ

ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡି ମୋହନା ମୁଖ୍ୟ ରାସ୍ତା ଅବରୋଧ । ଧାନ ସଂଗ୍ରହରେ ଅନିୟମିତତା ଅଭିଯୋଗରେ ଦୀର୍ଘ ୩ ଘଣ୍ଟାରୁ ଅଧିକ ସମୟ ହେବ ଚାଷୀମାନେ ରାସ୍ତା ଅବରୋଧ କରିଥିବା ଦେଖିବାକୁ ମିଳିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡିମୋଟର ଅଟକି ରହିଛି। ଖବର ପାଇ ଜିଲ୍ଲା ଯୋଗାଣ ଅଧିକାରୀ ଓ ପାରଳାଖେମୁଣ୍ଡି ତହସିଲଦାର ରାସ୍ତା ଉପରେ ବସି ଚାଷୀଙ୍କ ସହ ଆଲୋଚନା କରୁଛନ୍ତି।  ଗୋଷାଣୀ ବ୍ଳକର ଶତାଧିକ ଚାଷୀ ଆନ୍ଦୋଳନରେ ସାମିଲ ହୋଇ ଆନ୍ଦୋଳନ ଜାରି ରଖିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories