www.samajalive.in
Saturday, December 6, 2025
26.1 C
Bhubaneswar

ଛଅ ମାସରେ କଂକ୍ରିଟ୍‍ ରାସ୍ତାରେ ବିରାଟ ଫାଟ

ପିପିଲି : ପିପିଲି ବ୍ଲକ ସରସ୍ୱତୀପୁର ଗ୍ରାମପଞ୍ଚାୟତ ଅର୍ନ୍ତଗତ ସାନଗାଁ ଠାରୁ ବନମାଳିପୁର ଅଞ୍ଚଳକୁ ସଂଯୋଗ କରୁଥିବା ଏକମାତ୍ର କଂକ୍ରିଟ ରାସ୍ତାର ଅବସ୍ଥା ଏବେ ଶୋଚନୀୟ ହୋଇପଡିଛି। ନିର୍ମାଣର ମାତ୍ର ୬ମାସ ମଧ୍ୟରେ ଏହି କଂକ୍ରିଟ୍‍ ରାସ୍ତାଟି ଅନେକ ସ୍ଥାନରେ ଫାଟି ଯାଇଥିବା ବେଳେ କେତେକ ସ୍ଥାନରେ ବିରାଟ ଫାଟ ସୃଷ୍ଟି ହୋଇଛି। ଫଳରେ ଜନସାଧାରଣ ଯାତାୟତରେ ନାନା ସମସ୍ୟାର ସମ୍ମୁଖିନ ହେଉଥିବା ଅଭିଯୋଗ ହୋଇଛି। ଏପରିକି ରୋଗୀଙ୍କୁ ମେଡିକାଲ ନେବା ସମୟରେ ମଧ୍ୟ ଲୋକେ ଅସୁବିଧାର ସମ୍ମୁଖିନ ହେବା ସହ ମେଡିକାଲରେ ପହଞ୍ଚିବାରେ ଅଧିକ ସମୟ ଲାଗୁଥିବା ଅଭିଯୋଗ ହେଉଛି। ବ୍ଲକ ଓ ପଞ୍ଚାୟତ ପକ୍ଷରୁ ନିର୍ମାଣ କରାଯାଇଥିବା ଏହି ରାସ୍ତାକୁ ତୁରନ୍ତ ମରାମତି କରିବା ପାଇଁ ସାଧାରଣରେ ଦାବି କରାଯାଇଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories